www.samajalive.in
Wednesday, December 10, 2025
17.1 C
Bhubaneswar

ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ଓ ରାଷ୍ଟ୍ରପତି

ନୂଆଦିଲ୍ଲୀ : ଦେଶବାସୀଙ୍କୁ ନବବର୍ଷର ଶୁଭେଚ୍ଛା ଓ ଶୁଭକାମନା ଜଣାଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ରାଷ୍ଟ୍ରପତି ରାମନାଥ କୋବିନ୍ଦ।
ପ୍ରଧାନମନ୍ତ୍ରୀ ଟ୍ୱିଟ ଯୋଗେ ଜଣାଇଛନ୍ତି, ନୂଆବର୍ଷ ସମସ୍ତଙ୍କ ଆଶା ଓ ଆକାଂକ୍ଷା ପୂରଣ କରୁ, ସମୃଦ୍ଧିର ବର୍ଷ ହେଉ ୨୦୨୧।
ସେହିପରି ରାଷ୍ଟ୍ରପତି ନବ ବର୍ଷର ଅଭିନନ୍ଦନ ଜଣାଇ କହିଛନ୍ତି , ସମସ୍ତଙ୍କ ପାଇଁ ନୂଆବର୍ଷଟି ସୁସ୍ଥ ଓ ନିରାମୟ ହେଉ। ବ୍ୟକ୍ତି ବିଶେଷଙ୍କ ପାଇଁ ନୂଆବର୍ଷ ନୂଆ ଆରମ୍ଭ ଓ ସାମୂହିକ ବିକାଶ ହେଉ ବୋଲି ରାଷ୍ଟ୍ରପତି କହିଛନ୍ତି।

 

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories