www.samajalive.in
Saturday, December 6, 2025
26.1 C
Bhubaneswar

ନବନିର୍ବାଚିତ ସାଂସଦଙ୍କୁ ଦିଲ୍ଲୀ ଡାକରା, ଆସନ୍ତାକାଲି ଘୋଷଣା ହେବ ମୁଖ୍ୟମନ୍ତ୍ରୀ ନାଁ !

ଭୁବନେଶ୍ବର: ଓଡ଼ିଶାର ନବନିର୍ବାଚିତ ବିଜେପି ସାଂସଦମାନଙ୍କୁ ଦିଲ୍ଲୀରୁ ଡାକରା ଆସିଛି। ଗୁରୁବାର ସମସ୍ତ ୨୦ ନବନିର୍ବାଚିତ ବିଜେପି ସାଂସଦ ଦିଲ୍ଲୀ ଯିବେ ବୋଲି ଜଣାପଡ଼ିଛି। ସୂଚନା ମୁତାବକ, ଶୁକ୍ରବାର ବିଜେପିର ସଂସଦୀୟ ଦଳ ବୈଠକ ବସିବ। ସେଠାରେ କେନ୍ଦ୍ରୀୟ ନେତୃବୃନ୍ଦକୁ ଭେଟିବେ ନବନିର୍ବାଚିତ ସାଂସଦ। ସାଂସଦମାନେ ୮ ତାରିଖରେ ଅନୁଷ୍ଠିତ ହେବାକୁ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଶପଥ ଗ୍ରହଣ ଉତ୍ସବରେ ମଧ୍ୟ ସାମିଲ ହେବେ ବୋଲି ସୂଚନା ରହିଛି। ରାଜ୍ୟରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା ପୂର୍ବରୁ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକକୁ ବେଶ୍‌ ଗୁରୁତ୍ୱପୂର୍ଣ୍ଣ ବୋଲି କୁହାଯାଉଛି। ଆସନ୍ତାକାଲିର ଏହି ବୈଠକ ପରେ ମୁଖ୍ୟମନ୍ତ୍ରୀ ନାଁ ଘୋଷଣା କରାଯିବାର ସମ୍ଭାବନା ରହିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories