www.samajalive.in
Saturday, December 6, 2025
23.1 C
Bhubaneswar

ଏଣିକି ଘରୋଇ ହସ୍‌ପିଟାଲ୍‌ରେ କୋଭିଡ୍‌ ରୋଗୀଙ୍କ ପାଇଁ ସଂରକ୍ଷିତ ରହିବ ୧୦ ପ୍ରତିଶତ ଶଯ୍ୟା

ଭୁବନେଶ୍ବର: ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ କୋଭିଡ୍‌ ରୋଗୀଙ୍କ ଚିକିତ୍ସା ପାଇଁ ରାଜ୍ୟ ସରକାର ନୂତନ ନିର୍ଦ୍ଦେଶାବଳୀ ଜାରି କରିଛନ୍ତି। ୩୦ରୁ ଅଧିକ ଶଯ୍ୟା ରହିଥିବା ଘରୋଇ ହସ୍‌ପିଟାଲ୍‌ମାନେ ଏଣିକି ନିଜର ୧୦ ପ୍ରତିଶତ ଶଯ୍ୟା କୋଭିଡ୍‌ ରୋଗୀଙ୍କ ପାଇଁ ସଂରକ୍ଷିତ ରଖିବେ। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମାର୍ଗଦର୍ଶିକା ଅନୁଯାୟୀ ଉକ୍ତ ହସ୍‌ପିଟାଲ୍‌ଗୁଡ଼ିକ କୋଭିଡ୍‌ ରୋଗୀଙ୍କ ଚିକିତ୍ସା କରିବେ ଏବଂ ଏ ସଂପର୍କିତ ସମସ୍ତ ତଥ୍ୟ ସରକାରଙ୍କୁ ପ୍ରଦାନ କରିବେ। ଘରୋଇ ହସ୍‌ପିଟାଲ୍‌ଗୁଡ଼ିକ ରୋଗୀଙ୍କଠାରୁ ଅଧିକ ଅର୍ଥ ଦାବି କରିପାରିବେ ନାହିଁ ଓ ମାତ୍ରାଧିକ ଚିକିତ୍ସା ଖର୍ଚ୍ଚ ଦାବି କରୁଥିବା ଘରୋଇ ହସ୍‌ପିଟାଲ୍‌ ବିରୁଦ୍ଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories