www.samajalive.in
Saturday, December 6, 2025
14.1 C
Bhubaneswar

ଭିଜିଲାନ୍ସ ଜାଲରେ ଡ଼ିଏଫଓ

ବ୍ରହ୍ମପୁର : ଗଞ୍ଜାମ ଜିଲା ବ୍ରହ୍ମପୁର ଡ଼ିଏଫଓ ଶୁକ୍ରବାର ଭିଜିଲାନ୍ସ ଜାଲରେ ପଡ଼ିଥିବା ଜଣାପଡ଼ିଛି। ଡ଼ିଏଫଓ ଆଶିଷ ବେହେରାଙ୍କ ଘରେ ଭିଜିଲାନ୍ସ ଚଢାଉ କରିଛି। ଡ଼ିଏଫଓଙ୍କ ବ୍ରହ୍ମପୁର ବାସଭବନ, କାର୍ଯ୍ୟାଳୟ, ଦିଗପହଣ୍ଡି ରେଞ୍ଜ ଅଫିସ, ଖଲ୍ଲିକୋଟ ରେଞ୍ଜ ଅଫିସ ଓ ଭୁବନେଶ୍ୱରରେ ଥିବା ଏକ ଆପାର୍ଟମେଣ୍ଟରେ ତଦନ୍ତ ଜାରି ରହିଛି। କଟକ ସ୍ୱତନ୍ତ୍ର ଭିଜିଲାନ୍ସ ସେଲ୍‍ ଡ଼ିଏଫଓଙ୍କ ୯ଟି ସ୍ଥାନରେ ଏକକାଳୀନ ଚଢାଉ କରାଯାଇଛି। ଭିଜିଲାନ୍ସ ବହୁ ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ମଧ୍ୟ ଜବତ କରିଥିବା ସୂଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories