www.samajalive.in
Sunday, December 14, 2025
26.1 C
Bhubaneswar

୯୪୫ ଲିଟର ମଦ ଓ ୯୦୩୦ ଲିଟର ପୋଚ ନଷ୍ଟ

ଗୁରୁଡ଼ିଝାଟିଆ: ଖୁଣ୍ଟୁଣୀ ଥାନା ଅନ୍ତର୍ଗତ ଡାଳୁଆ ଓ ସରସ୍ୱତୀପୁର ଗାଁ ନିକଟରେ ଥିବା ସଂରକ୍ଷିତ ଜଙ୍ଗଲ ଚୋରା ଦେଶୀମଦ ରନ୍ଧନର ଅପଖ୍ୟାତି ପାଇଁ ଜିଲ୍ଲାରେ ବେଶ ପରିଚିତ। ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶ କ୍ରମେ ଉପଅଧିକ୍ଷକ ପ୍ରମୋଦ କୁମାର ପଣ୍ଡାଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଡାଳୁଆ ଓ ସରସ୍ୱତୀପୁର ଗାଁ ନିକଟ ସଂରକ୍ଷିତ ଜଙ୍ଗଲରେ ଥିବା ଦେଶୀମଦ ଭାଟି ଉପରେ ଚଢାଉ କରାଯାଇ ୯୦୩୦ ଲିଟର ପୋଚ ଓ ୯୪୫ ଲିଟର ମଦକୁ ନଷ୍ଟ କରାଯାଇଛି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories