www.samajalive.in
Monday, December 8, 2025
27.1 C
Bhubaneswar

ପୂର୍ବତନ କେନ୍ଦ୍ରମନ୍ତ୍ରୀ ଜୟପାଳ ରେଡ୍ଡୀଙ୍କ ପରଲୋକ

ହାଇଦ୍ରାବାଦ : ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା କଂଗ୍ରେସର ବରିଷ୍ଠ ନେତା ଏସ.ଜୟପାଳ ରେଡ୍ଡୀଙ୍କର  ୭୭ ବୟସରେ ପରଲୋକ ହୋଇଛି। ଜାତୀୟ ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ ସେ ଶନିବାର ବିଳମ୍ବିତ ରାତିରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ଏକ ଘରୋଇ ହସ୍ପିଟାଲରେ ସେ ଚିକିତ୍ସିତ ହେଉଥିଲେ। ମାତ୍ର ଶନିବାର ଦିନ ରେଡ୍ଡୀଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଅଧିକ ଗୁରୁତର ହେବାରୁ ତାଙ୍କୁ ଏଆଇଜି ହସ୍ପିଟାଲକୁ ନିଆଯାଇଥିଲା।  ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିଲା।

Hot this week

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

Related Articles

Popular Categories