www.samajalive.in
Saturday, December 6, 2025
19.1 C
Bhubaneswar

ଆଜି ଠାରୁ ମାଓବାଦୀଙ୍କ ସହିଦ ସପ୍ତାହ ପାଳନ, ବିଭିନ୍ନ ସ୍ଥାନରେ ମାଓପୋଷ୍ଟର

ମାଲକାନଗିରି : ରବିବାର ଠାରୁ ମାଓବାଦୀମାନେ ସହିଦ ସପ୍ତାହ ପାଳନ କରୁଛନ୍ତି। ଅଗଷ୍ଟ ୩ ତାରିଖ ଯାଏଁ ମାଓବାଦୀମାନେ ସହିଦ ସପ୍ତାହ ପାଳନ କରିବେ। ବିଭିନ୍ନ ସ୍ଥାନରେ ମାଓପୋଷ୍ଟର ଦେଖିବାକୁ ମିଳିଛି। ମାଲାକାନଗିରି, କନ୍ଧମାଳ, କୋରାପୁଟ ଜିଲାରେ ମାଓବାସୀଙ୍କ ସହିଦ ସପ୍ତାହ ପାଇଁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏହି ସମସ୍ତ ଜିଲା ଗୁଡ଼ିକରେ ସରକାରୀ ବସ ଚଳାଚଳକୁ ବନ୍ଦ ରଖାଯାଇଛି। ବିଭିନ୍ନ ସ୍ଥାନରେ ପୁଲିସ, ଏସଓଜି ଯବାନମାନେ ଗାଡ଼ି ଗୁଡ଼ିକୁ ଯାଞ୍ଚ କରୁଛନ୍ତି। ଏହାସହ କୁମ୍ବିଂ ଅପରେସନକୁ ମଧ୍ୟ ଜୋରଦାର କରାଯାଇଛି।

Hot this week

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

Related Articles

Popular Categories