www.samajalive.in
Saturday, December 13, 2025
26.1 C
Bhubaneswar

ବଜ୍ରପାତରେ ୭ ଗୁରୁତର, ଡାକ୍ତରଖାନାରେ ମୋବାଇଲ ଆଲୁଅରେ ହେଉଛି ଚିକିତ୍ସା

ବଡ଼ମ୍ବା: ବଡ଼ମ୍ବା ବ୍ଲକର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାରେ ବଜ୍ରପାତ ଘଟି ଜଣେ ମହିଳା ଓ ଶିଶୁକୁ ମିଶାଇ ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ବଡ଼ମ୍ବା ବ୍ଲକ ଅନ୍ତର୍ଗତ ତୁଳସୀପୁର, ସାତଗୋଛିଆ, ତୁଣପୁର ଗ୍ରାମ ସମେତ ପଡୋଶୀ ବାଙ୍କୀ ଉପଖଣ୍ଡ ଅନ୍ତର୍ଗତ କରୋଵର ଗ୍ରାମର ବେ।ଲି ଜଣାପଡ଼ିଛି ଓ ସମସ୍ତ ଆହତଙ୍କୁ ବଡ଼ମ୍ବା ଡାକ୍ତରଖାନାରେ ଚିକିତ୍ସ।ଲାଗି ଭର୍ତି କରାଯାଇଛି। ତେବେ ସମସ୍ତ ଆହତମାନେ ବିପଦମୁକ୍ତ ଥିବା ଚିକିତ୍ସା କରୁଥିବା ଡାକ୍ତରଙ୍କ ସୂତ୍ରରୁ ପ୍ରକାଶ। ଅପରପକ୍ଷରେ ଅନ୍ଧାରରେ ମୋବାଇଲ ଆଲୁଅ ସାହାଯ୍ୟରେ ରୋଗୀ ସେବା କରାଯାଉଥିବା ଏବଂ ବଡମ୍ବା ଡାକ୍ତରଖାନାରେ ଦୀର୍ଘାମାସ ଧରି ଜେନେରେଟର ନଥିବା ଘଟଣାକୁ କେନ୍ଦ୍ରକରି ତୀବ୍ର ଜନ ଅସନ୍ତୋଷ ପ୍ରକାଶ ପାଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories