www.samajalive.in
Sunday, December 7, 2025
18.1 C
Bhubaneswar

ସଟ୍ ସର୍କିଟରୁ ନିଆଁ ଲାଗି ଜଳିଗଲା ସ୍କର୍ପିଓ

ରେଙ୍ଗାଲି: ରେଙ୍ଗାଲି ନିକଟସ୍ଥ କିଲାସମା ରେଳବାଇ ଲେଭଲ କ୍ରସିଂ ପାସ୍ କରିବାକୁ ଛିଡା ହୋଇଥିବା ଏକ ସ୍କର୍ପିଓରେ ହଠାତ୍ ସଟ୍ ସର୍କିଟ ହୋଇ ନିଆଁ ଲାଗିଯିବା ଫଳରେ ଗାଡି ପୋଡି ଯାଇଥିବା ଦେଖିବାକୁ ମିଳିଛି। ସଟ୍ ସର୍କିଟ ହେବା ମାତ୍ରେ ଗାଡି ଭିତରେ ଥିବା ଚାଳକ ସମେତ ୪ଜଣ ଯାତ୍ରୀ ପଦାକୁ ବାହାରି ଆସିଥିବାରୁ କୌଣସି କ୍ଷତି ଘଟିନାହିଁ। ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁ ଲିଭାଇ ଥିଲେ।

Hot this week

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା ଦାବି: ଗୁଣ୍ଡିଚା ମନ୍ଦିର ଆଗରେ ଧାରଣା ଦେଲେ ପୁରୀବାସୀ

ଶ୍ରୀମନ୍ଦିରରେ ସ୍ବତନ୍ତ୍ର ଦର୍ଶନ ବ୍ୟବସ୍ଥା କର। ଶ୍ରଦ୍ଧାଳୁ ସୁରୁଖୁରୁରେ କିପରି ମହାପ୍ରଭୁଙ୍କ...

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

Related Articles

Popular Categories