www.samajalive.in
Wednesday, December 10, 2025
18.1 C
Bhubaneswar

କୁକୁଡ଼ା ପାଇଁ ନାବାଳକକୁ ପିଟି ପିଟି ହତ୍ୟା ଅଭିଯୋଗ, ଅଭିଯୁକ୍ତ ଗିରଫ

ରାଉରକେଲା : ରାଉକେଲା ହାତୀବାରୀ ଥାନା ଅନ୍ତର୍ଗତ ଗୋପୁର ଗୁମ୍ଭାରପଡ଼ା ଗାଁରେ ସୋବାର ବିଳମ୍ବିତ ରାତିରେ ଏକ ଅଭାବନୀୟ ଘଟଣା ଘଟିଛି। ସାଧାରଣ କୁକୁଡ଼ା ପାଇଁ ଜଣେ ପଡ଼ୋଶୀ ନାବାଳକକୁ ପିଟି ପିଟି ହତ୍ୟା କରିଥିବା ଅଭିଯୋଗ ହୋଇଛି। ସୂଚନା ଅନୁଯାୟୀ, କୁକୁଡ଼ା ମୃତ୍ୟୁକୁ ନେଇ ଉତ୍ତକ୍ଷିପ୍ତ ହୋଇ ପଡ଼ୋଶୀ ଜଣକ ନାବାଳକକୁ ଆକ୍ରମଣ କରିଥିଲା। ଆକ୍ରମଣରେ ଆହତ ହୋଇଥିବା ନାବାଳକକୁ ରାଉରକେଲା ସରକାରୀ ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତା’ର ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ମିଳିଛି।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories