www.samajalive.in
Sunday, December 14, 2025
19.1 C
Bhubaneswar

ଧାନ ଅମଳ ବେଳେ ଜଳିଗଲା ଧାନ କଟା ମେସିନ

କଲମପୁର: କଲମପୁର ବ୍ଲକ ଅନ୍ତର୍ଗତ ମୀନଗୁରର ଏକ ଚାଷ ଜମିରେ ଧାନ ଅମଳ ବେଳେ ଧାନ କଟା ମେସିନ ଜଳି ଯାଇଛି। ଗୁରୁବାର ଅପରାହ୍ନରେ ମୀନଗୁର ଗ୍ରାମର ଜନୈକ ଚାଷୀ ଅରୁଣ କୁମାର ପଣ୍ଡାଙ୍କ ଚାଷ ଜମିରେ ଏକ ଧାନ କଟା ମେସିନ ଦ୍ବାରା ଧାନ ଅମଳ କରାଯାଉଥିଲା। ହଠାତ୍ କୌଣସି କାରଣରୁ ମେସିନରେ ନିଆଁ ଲାଗିଯିବାରୁ ହୁତୁ ହୁତୁ ହେଇ ଜଳି ଉଠିଥିଲା। କଲମପୁର ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କଲାବେଳକୁ ମେସିନର ଅଧାରୁ ଅଧିକ ଅଂଶ ପୋଡ଼ି ନଷ୍ଟ ହେଇ ସାରିଥିଲା।

Hot this week

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

Related Articles

Popular Categories