www.samajalive.in
Tuesday, December 9, 2025
15.1 C
Bhubaneswar

ଶିକ୍ଷକ ଦମ୍ପତିଙ୍କ ଘରେ କଳା କନା ବୁଲାଇଲେ ଚୋର, ଥାନାରେ ଅଭିଯୋଗ

ଫୁଲବାଣୀ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅନ୍ତର୍ଗତ ବ୍ଲକ କଲୋନୀ ସାହିରେ ତପନ ପଣ୍ଡାଙ୍କ ଘରେ ଭଡ଼ାରେ ରହୁଥିବା ପ୍ରଫୁଲ୍ଲ ସାହୁଙ୍କ ଘର ଝରକା ଭାଙ୍ଗି ଚୋରି ହୋଇଥିବା ନେଇ ଖଜୁରୀପଡ଼ା ଥାନାରେ ପ୍ରଫୁଲ୍ଲ ସାହୁ ଅଭିଯୋଗ କରିଛନ୍ତି।ଅଭିଯୋଗ ଅନୁଯାୟୀ ପ୍ରଫୁଲ୍ଲ ୨୦ ତାରିଖ ଦିନ ନୟାଗଡ଼ ଜିଲ୍ଲାର ଖଳି ସାହି ନିଜ ସ୍ଥାୟୀ ବାସ ଭବନ କୁ ଯାଇଥିଲେ ଏବଂ ସେଠାରେ କିଛି ଦିନ ରହି ଖଜୁରୀପଡ଼ା ବ୍ଲକ କୋଲାନି ଭଡ଼ା ଘରକୁ ୩୧ ତାରିଖ ଦିନ ଆସି ଦେଖିଲା ବେଳେ ଘର ଝରକା ଭାଙ୍ଗି ଘର ଭିତରେ ଚୋର ପଶି ପ୍ରାୟ ୬୦ ଗ୍ରାମର ସୁନା ଅଳଙ୍କାର ସହିତ ୧୦ ହଜାର ଟଙ୍କା ଚୋରି କରି ନେଇଥିବା ନେଇ ଖଜୁରିପଡା ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ଥାନାରେ ୬୮/୨୩ ରେ ଚୋରି ମାମଲା ରୁଜୁ କରି ତଦନ୍ତ ଚଳାଇଥିବା ପୋଲିସ ସୂତ୍ରରୁ ଜଣାପଡ଼ିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories