www.samajalive.in
Sunday, December 14, 2025
23.1 C
Bhubaneswar

ରେଳ ଦୁର୍ଘଟଣାରେ ଏସୟୁସିଆଇ କମ୍ୟୁନିଷ୍ଟର ଗଭୀର ଶୋକ

ପାଟଣା: ସରକାର ଓ ରେଳ କତୃପକ୍ଷଙ୍କ ଅବହେଳା ଯୋଗୁ ଘଟିଥିବା ବାହାନଗା ରେଳ ଦୁର୍ଘଟଣାରେ ଏସୟୁସିଆଇ କମ୍ୟୁନିଷ୍ଟ ଓଡିଶା ରାଜ୍ୟ ସମ୍ପାଦକ ତଥା କେନ୍ଦ୍ରୀୟ କମିଟି ସଦସ୍ୟ ଶଙ୍କର ଦାସ ଗୁପ୍ତ ଗଭୀର ଉଦବେଗ ଓ ଶୋକ ପ୍ରକାଶ କରିଛନ୍ତି। ଏହି ପରିପେକ୍ଷୀରେ ଯମୁନାପଶି ଠାରେ ନିହତଙ୍କ ସ୍ମୃତିରେ ପାଞ୍ଚ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା। ସହୀଦ ବେଦି ନିର୍ମାଣ କରାଯାଇ ମୃତକଙ୍କ ସ୍ମୃତିରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories