www.samajalive.in
Monday, December 15, 2025
15.1 C
Bhubaneswar

ବିକାଶମଞ୍ଚ ପକ୍ଷରୁ ପୁସ୍ତକ ବଣ୍ଟନ

ତିଗିରିଆ: ଆଠଗଡ଼ ବିକାଶ ମଞ୍ଚ ପକ୍ଷରୁ ତିଗିରିଆ ବ୍ଲକ ବାଲିପୁଟ ପଞ୍ଚାୟତର ବିରିପୁଟ ଗ୍ରାମରେ ଶିକ୍ଷାର୍ଥୀଙ୍କୁ ଇଂରାଜୀ ପାଠ୍ୟ ପୁସ୍ତକ ବଣ୍ଟନ କରାଯାଇଛି। ଗ୍ରାମ ଥାନପତି ମନ୍ଦିର ଠାରେ ବିକାଶ ମଞ୍ଚର ସଭାପତି ମାନସ ରଞ୍ଜନ ବସ୍ତିଆ ନିଜେ ଉପସ୍ଥିତ ରହି ପୁସ୍ତକ ବଣ୍ଟନ କରିଥିବା ବେଳେ ଏହି କାର୍ଯ୍ୟରେ ସଦସ୍ୟ ପ୍ରଦ୍ୟୁମ୍ନ ଦାସ ଏବଂ ରାଜେଶ ମହାନ୍ତି ସହଯୋଗ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories