www.samajalive.in
Monday, December 15, 2025
17.1 C
Bhubaneswar

ଦଶମ ଉତ୍ତୀର୍ଣ୍ଣ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ରେଙ୍ଗାଲିକ୍ୟାମ୍ପ: ଲାଦରପାଲି, ଅତାବିରା ଶ୍ରୀଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ର ଠାରେ ଚଳିତ ମାଟ୍ରିକ୍ ବୋର୍ଡ ପରୀକ୍ଷାରେ ଏ୧ ଓ ଏ୨ ଗ୍ରେଡ୍ ପାଇଥିବା ଛାତ୍ରଛାତ୍ରୀମାନଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା ଦିଆଯାଇଛି। ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶେଷଦେବ ନାଏକଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି ସମ୍ବର୍ଦ୍ଧନା ସଭାରେ ଅତାବିରା ବ୍ଲକ୍ ଶିକ୍ଷା ଅଧିକାରୀ ମଛିନ୍ଦ୍ର ମଲ୍ଲିକ ମୁଖ୍ୟ ଅତିଥି ଭାବରେ ଯୋଗ ଦେଇ ଏ୧ ପାଇଥିବା ୭ ଜଣ ଓ ଏ୨ ପାଇଥିବା ୨୬ ଜଣ ଛାତ୍ରଛାତ୍ରୀଙ୍କୁ ଶୁଭକାମନା ଜଣାଇବା ସହିତ ଭବିଷ୍ୟତରେ କିପରି ସୁନାଗରିକ ହୋଇପାରିବେ ସେ ଉପରେ ଆଲୋକପାତ କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories