www.samajalive.in
Sunday, December 14, 2025
17.1 C
Bhubaneswar

ବାଇକ ଦୁର୍ଘଟଣାରେ ୨ ଗୁରୁତର

କଣ୍ଟାବାଞ୍ଜି: ବାଇକ ଦୁର୍ଘଟଣାରେ କୁକୁଡାହାଡ଼ ଗ୍ରାମର ୨ ଯୁବକ ଗୁରୁତର। ପ୍ରାଥମିକ ଚିକିତ୍ସା ପରେ ଜଣଙ୍କ ଅବସ୍ଥା ଅଧିକ ଗୁରୁତର ଥିବାରୁ ତାଙ୍କୁ ବଲାଙ୍ଗୀର ଭୀମଭୋଇ ମେଡିକାଲ କଲେଜକୁ ପଠାଯାଇଛି। ଉଭୟ ଯୁବକ କୁକୁଡାହାଡ଼ ଗ୍ରାମର ନିରୂପ କୁଅଁର ଓ ରଞ୍ଜିତ କୁଅଁର। ସେମାନେ ଚାଁଦେଲଡୁଙ୍ଗୁରି ରଥଯାତ୍ରା ଦେଖି ରାତିରେ ବାଇକରେ ଘରକୁ ଫେରୁଥିବା ବେଳେ ଗିଦମାଲ କଲରା ବାହାଲି ରାସ୍ତାରେ ଦୁର୍ଘଟଣାର ସମ୍ମୁଖୀନ ହୋଇ ରାସ୍ତାରେ ପଡ଼ିଥିଵା ବେଳେ ରଥଯାତ୍ରା ଦେଖି ଫେରୁଥିବା କିଛି ଲୋକ ସେମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories