www.samajalive.in
Sunday, December 14, 2025
26.1 C
Bhubaneswar

ଦେଶୀ ମହୁଲି ମଦ ସହ ପୋଚ ଜବତ

ହରଭଙ୍ଗା: ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନାଅର୍ନ୍ତଗତ ଝାଡ୍ରାଜିଂ ଜଙ୍ଗଲରେ ବୁଧବାର ଅବକାରୀ ବିଭାଗ ଚଢଉକରି ୨୨ଲିଟର ଦେଶୀ ମହୁଲି ମଦ ସହ ୭ଶହ କେଜି ମହୁଲପୋଚ ଜବତ କରିଛି। ଏ ନେଇ ହରଭଙ୍ଗା ଅବକାରୀ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇଥିବା ବେଳେ କାହାରିକୁ ଗିରଫ କରାଯାଇ ନ ଥିବା ହରଭଙ୍ଗା ଅବକାରୀ ସବଇନିସପେକ୍ଟର ଅଞ୍ଜନ କୁମାର ଜେନା ସୂଚନା ଦେଇଛନ୍ତି।

Hot this week

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

Related Articles

Popular Categories