www.samajalive.in
Thursday, December 11, 2025
26.1 C
Bhubaneswar

ଜଗତପୁରରେ ଚଢାଉ ; ୫୦ ଲକ୍ଷର ବାଣ ଓ ବିସ୍ଫୋରକ ଜବତ

କଟକ : କଟକ ଜଗତପୁର ଥାନା ତ୍ରିଲୋଚନପୁର ଗାଁରେ ବେଆଇନ ବାଣ କାରଖାନା ଠାବ କରାଯାଇଛି। ଚଢାଉ ସମୟରେ ବିପୁଳ ପରିମାଣର ବାଣ , ବାରୁଦ, ବିସ୍ଫୋରକ ଜବତ କରାଯାଇଥିବା ଜଣାପଡ଼ିଛି। ଜବତ ସାମଗ୍ରୀର ଆନୁମାନିକ ମୂଲ୍ୟ ୫୦ ଲକ୍ଷରୁ ଅଧିକ ହେବ ବୋଲି ଅନୁମାନ କରାଯାଉଛି। ସମ୍ପୃକ୍ତ ଘଟଣାରେ ୧୨ ଜଣଙ୍କୁ ଅଟକ ମଧ୍ୟ ରଖାଯାଇଛି। ମିଳିଥିବା ସୂଚନା ଅନୁଯାୟୀ, ତ୍ରିଲୋଚନପୁର ଗାଁରେ ବେଆଇନ ବାଣ କାରଖାନା ଚାଲିଥିବା ନେଇ ପୁଲିସ ଖବର ପାଇଥିଲା। ଏହାପରେ ଶୁକ୍ରବାର ବିଳମ୍ବିତ ରାତିରେ ସମ୍ପୃକ୍ତ ବାଣଖାନାରେ ଉପରେ ଚଢାଉ କରିଥିଲା।

Hot this week

ଓଡିଶାରେ ଖୋଲିବ ସିଏଜି କାର୍ଯ୍ୟାଳୟର ପୂର୍ବାଞ୍ଚଳ ଶାଖା

ଭୁବନେଶ୍ୱର: ଆସନ୍ତା ଓଡ଼ିଆ ନବବର୍ଷ ଏପ୍ରିଲ ୧୫ ତାରିଖରେ ଭାରତର  ମହାଲେଖା...

ଗୋଟିଏ ଗ୍ଲାସରେ ଥରକେ କରନ୍ତୁ ୧୦ଟି ଇଡିଲି

ସମାଜ ଡିଜିଟାଲ ଡେସ୍କ: ଦକ୍ଷିଣ ଭାରତୀୟ ଖାଦ୍ୟ ଦୋସା ଏବଂ ଇଡିଲିକୁ...

ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ୨ୟ ଟି-୨୦ ମ୍ୟାଚ ଗୁରୁବାର...

ପ୍ରଦୂଷଣମୁକ୍ତ ପରିବେଶ ଗଠନରେ ପ୍ରଶାସନ ଅପାରଗ, ଲୋକେ ଅତିଷ୍ଠ

ରେଙ୍ଗାଲିକ୍ୟାମ୍ପ: ଅତାବିରା ଏନ୍ଏସିରେ ସ୍ୱଚ୍ଛ ପରିବେଶ, ସୁସ୍ଥ ପରିବେଶର ପରିକଳ୍ପନା ଦୂରେଇ...

ନୂଆ ମ୍ୟୁଜିକାଲ ୟୁଟ୍ୟୁବ୍ ଚ୍ୟାନେଲ ‘ଆନନ୍ଦ ନିର୍ଝର’ର ଶୁଭାରମ୍ଭ

ଭୁବନେଶ୍ୱର: ନୂଆ ମ୍ୟୁଜିକାଲ୍ ୟୁଟ୍ୟୁବ୍ ଚ୍ୟାନେଲ 'ଆନନ୍ଦ ନିର୍ଝର'ର ଶୁଭାରମ୍ଭ ଉତ୍ସବ...

Related Articles

Popular Categories