www.samajalive.in
Monday, December 15, 2025
24.1 C
Bhubaneswar

ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ନିଯୁକ୍ତ

ବାଲିଗୁଡ଼ା: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ବିଧାୟକ ଚକ୍ରମଣୀ କହଁର ଜିଲ୍ଲା ଯୋଜନା ବୋର୍ଡ ଅଧ୍ୟକ୍ଷ ଭାବେ ନିଯୁକ୍ତି ପାଇଛନ୍ତି। ରାଜ୍ୟ ସରକାରଙ୍କ ପତ୍ର ସଂଖ୍ୟା ୧୧୨୫୨ ଅନୁସାରେ ନିଯୁକ୍ତି ପତ୍ର ପାଇବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ ଓ ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।

Hot this week

ରାତିରେ ସ୍ଵେଟର ଏବଂ ଜ୍ୟାକେଟ୍ ପିନ୍ଧି ଶୋଉଛନ୍ତି କି….

ନୂଆଦିଲ୍ଲୀ: ବର୍ତ୍ତମାନ୍ ଶୀତ ଦିନ ଚାଲିଛି। ସାରା ଦେଶରେ ଶୀତ ଲହରୀ...

ଶୁକ୍ର ନକ୍ଷତ୍ର ପରିବର୍ତ୍ତନ: ବର୍ଷ ଶେଷରେ ତିନି ରାଶି ହେବେ ମାଲାମାଲ

ସମାଜ ଡିଜିଟାଲ ଡେସ୍କ: ସବୁଗ୍ରହ ମାନଙ୍କ ମଧ୍ୟରେ ଶୁକ୍ର ଗ୍ରହ ହେଉଛନ୍ତି...

ଧର୍ମଶାଳା ଗଣ୍ଡଗୋଳ ; କାର୍ଯ୍ୟାନୁଷ୍ଠାନ ଦାବି କଲେ ନବୀନ

ସମାଜ ଲାଇଭ ଡ଼େସ୍କ : ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ...

ପିକନିକ୍‌ରୁ ଫେରିବାବେଳେ ଦୁର୍ଘଟଣା..

ଛତ୍ରପୁର: ଛତ୍ରପୁର ଜାତୀୟ ରାଜପଥ ଏକାମ୍ରନଗରରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। କୋରାପୁଟରୁ...

ବହିଷ୍କୃତ ପରେ ମୁହଁ ଖୋଲିଲେ ମୋକିମ୍‌: ମୋ ବିଚାରଧାରା କଂଗ୍ରେସ ସହ ଅଛି

ସମାଜ ଡିଜିଟାଲ ଡେସ୍କ: କଂଗ୍ରେସରୁ ବହିଷ୍କୃତ ହେବା ପରେ ପ୍ରତିକ୍ରିୟା ରଖିଛନ୍ତି...

Related Articles

Popular Categories