www.samajalive.in
Sunday, December 14, 2025
17.1 C
Bhubaneswar

ନୂତନ ଜିଲ୍ଲା ନ୍ୟାୟାଳୟର ଶିଳାନ୍ୟାସ କରିବେ ମୁଖ୍ୟ ବିଚାରପତି

ଫୁଲବାଣୀ: ଫୁଲବାଣୀ ଠାରେ ଜିଲ୍ଲା ନ୍ୟାୟାଳୟର ନୂତନ କୋଠା ପାଇଁ ଆଜି (ଗୁରୁବାର) ଭିତ୍ତିପ୍ରସ୍ତର ସ୍ଥାପନ କରିବେ ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଡ. ଏସ ମୁରଲୀଧର। ଭିଡିଓ କନଫରେନସିଙ୍ଗ ମୋଡରେ ଏହି ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଏ ଉପଲକ୍ଷେ ସ୍ଥାନୀୟ ଗାନ୍ଧୀ ସ୍ମୃତି ଭବନଠାରେ ଏକ କାର୍ଯ୍ୟକ୍ରମ ମଧ୍ୟ ଆୟୋଜିତ ହେବ। ମୁଖ୍ୟ ବିଚାରପତି ଅନଲାଇନରେ ଏହି କାର୍ଯ୍ୟକ୍ରମରେ ଯୋଗ ଦେଉଥିବା ବେଳେ ହାଇକୋର୍ଟ ବିଚାରପତି ଡ.ବିଦ୍ୟୁତ ରଞ୍ଜନ ଷଡ଼ଙ୍ଗୀ ଓ ନିର୍ମାଣ କମିଟି ଅଧ୍ୟକ୍ଷ ତଥା ବିଚାରପତି ମୃଗାଙ୍କ ଶେଖର ସାହୁ ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ରହିବେ ବୋଲି ଜଣାପଡିଛି।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories