www.samajalive.in
Sunday, December 14, 2025
18.1 C
Bhubaneswar

ନିସ୍ୱାର୍ଥପର ଯୁବକ ସଂଘ ପକ୍ଷରୁ ଦହି ସର୍ବତ ବଣ୍ଟନ

ତିଗିରିଆ: ତିଗିରିଆ ପ୍ରସନ୍ନମଣିଙ୍କ ପ୍ରସିଦ୍ଧ ବାହୁଡା ଯାତ୍ରା ଓ ସୁନାବେଶ ଉପଲକ୍ଷେ ନିସ୍ୱାର୍ଥପର ଯୁବକ ସଂଘ ତରଫରୁ ଜଳଛତ୍ର କାର୍ଯ୍ୟକ୍ରମ ନିଜିଗଡ଼ ଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ଯାତ୍ରା ଦେଖିବାକୁ ଆସିଥିବା ଶ୍ରଦ୍ଧାଳୁ ଓ ଭକ୍ତମାନଙ୍କୁ ଦହି ସର୍ବତ ଓ ଥଣ୍ଡା ପାନୀୟ ଜଳ ବଣ୍ଟନ କରାଯାଇଥିଲା। କାର୍ଯ୍ୟକ୍ରମକୁ ସଭାପତି ଅଜିତ ମହାରାଜା, ସମ୍ପାଦକ ସତ୍ୟଶିବ ସାହୁ, ବିଜୟ ପ୍ରଧାନ, ମାନସ ସାହୁ, ରାହୁଲ ଖଟୁଆ, ଶୁଭକାନ୍ତ ସାହୁ, ସ୍ମୃତି ରାଉତ, ପ୍ରଶାନ୍ତ ଦଲେଇ, ଦୀପକ ନାୟକ, ରାକେଶ ସାହୁ, ଦୀପକ ଖଟୁଆ ପ୍ରମୁଖ ଉପସ୍ଥିତ ରହି ପରିଚାଳନା କରିଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories