ଯାଜପୁର : ଯାଜପୁର କୁଆଖିଆ ଥାନା ଶ୍ରୀବନ୍ତପୁର ଗାଁରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ଯୁବକଙ୍କୁ କେହି ପିଟି ପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ପୂର୍ବ ଶତ୍ରୁତାରୁ ଏହି ହତ୍ୟାକାଣ୍ଡ ହୋଇଥିବା ସନ୍ଦେହ କରାଯାଉଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Popular Categories



