www.samajalive.in
Monday, December 8, 2025
14.1 C
Bhubaneswar

କୃତୀ ବିଦ୍ୟାର୍ଥୀଙ୍କୁ ସମ୍ବର୍ଦ୍ଧନା

ଗୁରୁଡ଼ିଝାଟିଆ: ଉତ୍କଳ ବିଶ୍ୱବିଦ୍ୟାଳୟ ଗୃହ ବିଜ୍ଞାନ ସମ୍ମାନରେ ସର୍ବୋଚ୍ଚ ନମ୍ବର ରଖି ଶ୍ରେଷ୍ଠତ୍ୱ ପ୍ରଦର୍ଶନ କରିଥିବା କଖଡି ମହାନଦୀ ମହାବିଦ୍ୟାଳୟର ଛାତ୍ରୀ ସୋନାଲିନ୍‌‌ କରଙ୍କୁ ଆଠଗଡ଼ ବିକାଶ ମଞ୍ଚ ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ମଞ୍ଚର ସଭାପତି ସମାଜସେବୀ ମାନସ ବସ୍ତିଆ କୃତୀ ଛାତ୍ରୀ ସୁଶ୍ରୀ କରଙ୍କୁ ଭେଟି ଉତ୍ତରୀୟ ପୁଷ୍ପଗୁଚ୍ଛ ପ୍ରଦାନ କରି ସମ୍ବର୍ଦ୍ଧିତ କରିବା ସହ ଉଜ୍ୱଳ ଭବିଷୃତ କାମନା କରିଥିଲେ। ବାରଙ୍ଗ ଥାନା ଅନ୍ତର୍ଗତ ତଳଗଡ଼ ଗ୍ରାମର ସରୋଜିନୀ ଓ ଦୀପକ କରଙ୍କ ଝିଅ ସୋନାଲିନ୍‌‌ ବହୁ ଘାତ ପ୍ରତିଘାତ ଭିତରେ ଅନାଟନ ଥିଲେ ମଧ୍ୟ ପଢ଼ି ସଫଳତା ଅର୍ଜନ କରିଥିବାରୁ ଶ୍ରୀ ବସ୍ତିଆ ଉଚ୍ଚଶିକ୍ଷା ପାଇଁ ସହଯୋଗ ଯୋଗାଇଦେବା ପାଇଁ ପ୍ରତିଶୃତି ଦେଇଥିଲେ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories