www.samajalive.in
Sunday, December 14, 2025
18.1 C
Bhubaneswar

ସଂଜିବନୀ ଡାଇଲିସିସ କେନ୍ଦ୍ର ଉଦଘାଟିତ

ବୌଦ୍ଧ: ପୁରୁଣା ଜେଲ କୋଠା ପରିସରରେ ଚାଲିଥିବା କୋଭିଡ ଚିକିତ୍ସାଳୟ ମଧ୍ୟରେ କିଡନୀ ରୋଗୀଙ୍କ ପାଇଁ ସଂଜିବନୀ ଡାଇଲୋସିସ କେନ୍ଦ୍ରକୁ ଜଙ୍ଗଲ ପରିବେଶ ଓ ଜଳବାୟୁ ପରିବର୍ତନ, ପଞ୍ଚାୟତିରାଜ ଓ ପାନୀୟଜଳ ଯୋଗାଣ ଏବଂ ସୂଚନା ଓ ଲୋକସଂପର୍କ ମନ୍ତ୍ରୀ ପ୍ରଦିପ କୁମାର ଅମାତ ଉଦଘାଟନ କରିଛନ୍ତି। ଜିଲାରେ କିଡନୀ ରୋଗୀଙ୍କ ସଂଖ୍ୟା ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସେମାନଙ୍କୁ ଜିଲାସ୍ତରେ ଚିକିତ୍ସା ସୁବିଧା ଯୋଗାଇଦେବାକୁ ଦୀର୍ଘଦିନରୁ ଦାବି ହୋଇଆସୁଅଛି। ଏହି ଡାଇଲୋସିସ କେନ୍ଦ୍ର କାର୍ଯ୍ୟକ୍ଷମ ହେବା ଦ୍ୱାରା କିଡନୀ ରୋଗୀମାନଙ୍କୁ ଆଉ ବାହାରକୁ ଯାଇ ଅଧିକ ଖର୍ଚ୍ଚାନ୍ତ ହେବାକୁ ପଡ଼ିବ ନାହିଁ। ଏହି ଉଦଘାଟନନୀ ଉତ୍ସବ ଅବସରରେ ଜିଲାପାଳ ସତ୍ୟରଂଜନ ସାହୁ, ଏଡିଏମଓ ଡା.ମଦନ ମୋହନ ପ୍ରଧାନ, ଡା. ସଂଘମିତ୍ରା ପଣ୍ଡା, ଡା. କିଶୋର ଚନ୍ଦ୍ର ପଟ୍ଟନାୟକ, ଡିପିଏମ ରୂପକ ମହାପାତ୍ର ଏବଂ ଜିଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିୟାରସିଂହ ପ୍ରମୁଖ ଉପସ୍ଥିତ ଥିଲେ।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories