www.samajalive.in
Sunday, December 14, 2025
14.1 C
Bhubaneswar

ବିଜେପିର ମଣ୍ଡଳସ୍ତରୀୟ ଗରିବ କଲ୍ୟାଣ ସମାବେଶ

ଚୌଦ୍ୱାର: ବିଜେପିର ଇନ୍ଦାଣୀପାଟଣା ମଣ୍ଡଳସ୍ତରୀୟ ଗରିବ କଲ୍ୟାଣ ସମାବେଶ ଅନୁଷ୍ଠିତ ହୋଇ ଯାଇଛି। ଦଳର ଇନ୍ଦ୍ରାଣୀପାଟଣା ମଣ୍ଡଳ ସଭାପତି ଜୟନ୍ତ କୁମାର ସ୍ୱାଇଁଙ୍କ ନେତ୍‌‌ୃତ୍ୱରେ ମଣ୍ଡଳ କାର୍ଯ୍ୟାଳୟରେ ଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠ ବିଜେପି ନେତା ନୟନ କିଶୋର ମହାନ୍ତି,ପ୍ରଫେସର ପୁର୍ଣ୍ଣଚନ୍ଦ୍ର ମଲ୍ଲିକ, ଜିଲ୍ଲା ସାଧାରଣ ସଂପାଦକ ରାମନାରୟଣ ମହାନ୍ତି, ଜିଲା ସମ୍ପାଦକ ବୈରାଗୀ ଚରଣ ପ୍ରଧାନ, ଚିତ୍ତରଞ୍ଜନ ମିଶ୍ର ପ୍ରମୁଖ ଯୋଗଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ଦ୍ୱାରା ଗତ ୯ବର୍ଷ ଶାସନ କାଳ ଭିତରେ କରାଯାଇଥିବା ବିଭିନ୍ନ ଜନକଲ୍ୟାଣ ଯୋଜନା ଓ ଦେଶ ବିକାଶ ପାଇଁ ବିଭିନ୍ନ କାର୍ଯ୍ୟାବଳି ସଂପର୍କରେ ଉପସ୍ଥିତ କର୍ମୀ ଓ ଲୋକମାନଙ୍କୁ ଅବଗତ କରାଇଥିଲେ। ଆରତୀ ସୁବୁଦ୍ଧିରାୟ, ସୁରେନ୍ଦ୍ର ସାମଲ, କ୍ଷୀରୋଦ ନାୟକ, ସୁଷମା ସାମଲ, ଅଶୋକ ନାୟକ, କେଦାର ସୁବୁଦ୍ଧିରାୟ, ଦିଲ୍ଲୀପ କୁମାର ସାହୁ, ଦେବେନ୍ଦ୍ର ସାହୁ, ମାଧବ ପ୍ରଧାନ, ଧୃବ ଚରଣ ପ୍ରଧାନ, କୁବେର ସୁବୁଦ୍ଧିରାୟ, ଆଲୋକ ରାଉତ, ସୁବାସ ମାହୁନ୍ତଙ୍କ ସମେତ ବହୁ କର୍ମକର୍ତ୍ତା ଓ ଦଳୀୟକର୍ମୀ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ।

Hot this week

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ତୃତୀୟ ଟି୨୦

ଧର୍ମଶାଳା: ଟ୍ବେଣ୍ଟି୨୦ ଶୃଙ୍ଖଳାର ପ୍ରଥମ ମ୍ୟାଚ୍‌ରେ ବୋଲରଙ୍କ ସଫଳତା ବଳରେ ଘରୋଇ...

Related Articles

Popular Categories