www.samajalive.in
Monday, December 15, 2025
17.1 C
Bhubaneswar

ଡ଼ିସେମ୍ବର ସୁଦ୍ଧା ରେଙ୍ଗାଲି ବ୍ଲକରେ ପାନୀୟ ଜଳ ଯୋଗାଣ

ରେଙ୍ଗାଲି: ରେଙ୍ଗାଲି ନିର୍ବାଚନ ମଣ୍ଡଳୀର ସପ୍ନେ ଠାରେ ନିର୍ମାଣାଧୀନ ବୃହତ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପର ସ୍ଥିତାବସ୍ଥା ଓ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ତଦାରଖ କରିବା ପାଇଁ ଆଜି ରେଙ୍ଗାଲି ବିଧାୟକ ଶ୍ରୀଯୁକ୍ତ ନାଉରୀ ନାୟକ ପ୍ରକଳ୍ପ ସ୍ଥାନ ପରିଦର୍ଶନ କରିଥିଲେ। ୨୦୨୧ ରୁ ଆରମ୍ଭ ହୋଇଥିବା ଏହି ବୃହତ୍ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ହୀରାକୁଦ ଜଳଭଣ୍ଡାରରୁ ଜଳ ଉଠାଇ ସେଠାରେ ନିର୍ମିତ ଜଳ ବିଶୋଧନାଗାରରେ ଜଳ ବିଶୁଦ୍ଧ ହୋଇ ପାଇପ ଯୋଗେ ସମ୍ବଲପୁର ଜିଲ୍ଲାର ୨୬ଟି ଓ ଝାରସୁଗୁଡା ଜିଲ୍ଲାର ୨ଟି ପଞ୍ଚାୟତକୁ ଜଳ ଯୋଗାଣ କରାଯିବ।

ବିଭାଗୀୟ ଅଧିକାରୀଙ୍କ ସହିତ ପ୍ରକଳ୍ପ ପରିଦର୍ଶନ କରି ସମସ୍ତ ବିଷୟରେ ଅବଗତ ହେଲା ପରେ କାର୍ଯ୍ୟକୁ ଶୀଘ୍ର ସମାପ୍ତ କରିବା ସହ ସମସ୍ତ ପ୍ରସଙ୍ଗରେ ଗୁଣାତ୍ମକମାନକୁ ବିଶେଷ ଧ୍ୟାନ ରଖିବାକୁ ଗୁରୁତ୍ବ ଦେବା ପାଇଁ ବିଭାଗୀୟ ଅଧିକାରୀଙ୍କୁ ବିଧାୟକ ଶ୍ରୀ ନାଏକ ପରାମର୍ଶ ଦେଇଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories