www.samajalive.in
Sunday, December 14, 2025
23.1 C
Bhubaneswar

ପ୍ରାଥମିକ ବିଦ୍ୟାଳୟରେ ପୋଷାକ ବିତରଣ ଉତ୍ସଵ

ପାଟଣା: ପାଟଣା ବ୍ଲକ ଅନ୍ତର୍ଗତ ସାନଜାମୁପଶି ସରକାରୀ ପ୍ରାଥମିକ ବିଦ୍ୟାଳୟ ଠାରେ ପୋଷାକ ବିତରଣ ଉତ୍ସଵ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସଵରେ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ମୋହନ ଚନ୍ଦ୍ର ମହାନ୍ତଙ୍କ ସଭାପତିତ୍ୱରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରକାଶ ରାୟ ଓ ସମ୍ମାନୀତ ଅତିଥି ଭାବେ ସିଆରସିସି ବେଣୁଧର ସେଠୀ ଓ କମିଟିର ସଭ୍ୟ ସଭ୍ୟା ଉପସ୍ଥିତିରେ ସଭା ହୋଇଥିଲା। ସମସ୍ତ ଛାତ୍ରଛାତ୍ରୀଙ୍କୁ ୨ ହଳ ଲେଖାଏଁ ବିଦ୍ୟାଳୟ ପୋଷାକ ବଣ୍ଟନ କରାଯାଇଥିଲା।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories