www.samajalive.in
Sunday, December 14, 2025
14.1 C
Bhubaneswar

ଓଲଟିଲା ପିକଅପ, ଚାଳକ ସୁରକ୍ଷିତ

ପାଟଣା: ପାଟଣା – ଢେଙ୍କିକୋଟ ୨୨୦ ନଂ ଜାତୀୟ ରାଜପଥ ଅନ୍ତର୍ଗତ କପାସପଡ଼ା ନିକଟରେ ଆଜି ମଧ୍ୟାହ୍ନରେ ଏକ ପିକଅପ ଓଲଟି ପଡ଼ିଥିଲା। ରାସ୍ତାରୁ ଭାରସାମ୍ୟ ହରାଇ ତଳକୁ ଓଲଟି ପଡ଼ିବା ସମୟରେ ଗାଡ଼ିର ସାମ୍ନା କାଚ ଭାଙ୍ଗିବା ସହ ଗାଡ଼ିର କ୍ଷତି ଘଟିଥିଲେ ମଧ୍ୟ ଚାଳକ ଓ ଅନ୍ୟ ଜଣେ ସୁରକ୍ଷିତ ଅଛନ୍ତି। ଢେଙ୍କିକୋଟ ପୁଲିସ ବିଟ ଦୁର୍ଘଟଣାର ତଦନ୍ତ କରିଛନ୍ତି।

Hot this week

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ବଙ୍ଗଳା ନେବା ଅଭିଯୋଗ ଉଠାଇଲା ବିଜେଡି

ଭୁବନେଶ୍ବର : ସ୍ବତନ୍ତ୍ର ଓଡ଼ିଶା ଗଠନ ହେବା ପରଠାରୁ ମୋହନ ଚରଣ...

ନବମ ଶ୍ରେଣୀ ଛାତ୍ର ଠାରୁ ବନ୍ଧୁକ ଜବତ

ଗରଦପୁର : କେନ୍ଦ୍ରାପଡ଼ା ଜିଲା ଗରଦପୁର ବ୍ଲକ କୋରୁଆ ସରକାରୀ ଉଚ୍ଚ...

୨୦୨୬ରେ ଏହି ରାଶିଙ୍କ ଚମକିବ ଭାଗ୍ୟ: ଯାହାବି କରିବେ ସଫଳ ହେବେ, ପ୍ରଚୁର ଧନ ବର୍ଷା ହେବ

ସମାଜ ଡିଜିଟାଲ ଡେସ୍କ: ଗ୍ରହମାନଙ୍କର ସ୍ଥିତି ଏବଂ ଗତି ବ୍ୟକ୍ତିବିଶେଷଙ୍କ ଜୀବନକୁ...

ଭତ୍ତା ଅପେକ୍ଷାରେ ୭,୨୮,୭୨୯

ଭୋଟର କାର୍ଡରେ ତ୍ରୁଟିପୂର୍ଣ୍ଣ ବୟସ ଭୁବନେଶ୍ବର : ୬୦ ବର୍ଷ ପୂରଣ କରିଥିବା...

ସୁଭଦ୍ରା ନା ବାର୍ଦ୍ଧକ୍ୟ ଭତ୍ତା : ଆଶଙ୍କାରେ ୯୪ହଜାର ଆଶାୟୀ

ଓକାକ୍‌କୁ ତଥ୍ୟ ଅପଲୋଡ ନିର୍ଦେଶ ଅଯୋଗ୍ୟଙ୍କୁ ଭତ୍ତା ପ୍ରଦାନ ନିୟମ...

Related Articles

Popular Categories