www.samajalive.in
Monday, December 15, 2025
15.1 C
Bhubaneswar

ଜୁବୁଲି ବାଳିକା ବିଦ୍ୟାଳୟରେ ବନ ମହୋତ୍ସବ

ରେଙ୍ଗାଲିକ୍ୟାମ୍ପ: ଜୁବୁଲି ବାଳିକା ବିଦ୍ୟାଳୟ ଆନୁକୁଲ୍ୟରେ ଅଞ୍ଚଳର ବିଭିନ୍ନ କମିଟିର ସଦସ୍ୟଙ୍କ ଦ୍ଵାରା ଆଜି ସତିଯୋର୍ ସ୍ଥିତ ଜୁବୁଲି ବାଳିକା ବିଦ୍ୟାଳୟର ଖେଳପଡ଼ିଆ ଠାରେ ନିମ୍ବ, ଜମ୍ବୁ, ଶାଲ, ପିଆଶାଳ, ଅଁଳା ଆଦି ବିଭିନ୍ନ ପ୍ରକାରର ପ୍ରାୟ ୪୦୦ ଗଛ ଚାରା ରୋପଣ କରାଯାଇଛି। ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଜୁବୁଲି ବାଳିକା ବିଦ୍ୟାଳୟର ଛାତ୍ରୀମାନଙ୍କ ସହ ଅବିଭାବକ ଓ ଶିକ୍ଷକ ଶିକ୍ଷୟତ୍ରୀ, ମା ଦୁର୍ଗା କମିଟିର ସଦସ୍ୟ, ସମଲେଶ୍ଵରୀ ମନ୍ଦିର କମିଟି, ଗୋଡଭଗା ଲାୟନ୍ସ୍ କ୍ଳବର ସଦସ୍ୟ, ଜଗନ୍ନାଥ ମନ୍ଦିର କମିଟି ସଦସ୍ୟ, ଗୋଡଭଗା ନାଗରିକ କମିଟିର ସଦସ୍ୟ, ବଜରଙ୍ଗ ଦଳ ଓ ରାଷ୍ଟ୍ରୀୟ ସ୍ଵଂୟ ସେବକ ସଂଘର ସଦସ୍ୟ ମାନେ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟକ୍ରମରେ ଭାଗ ନେଇଥିଲେ। ଏହି କାର୍ଯ୍ୟକ୍ରମଟି ଏ ଅଞ୍ଚଳ ପାଇଁ ମେଗା କାର୍ଯ୍ୟକ୍ରମ ଭଳି ହୋଇଥିବା ବେଳେ ଅଞ୍ଚଲବାସୀଙ୍କ ମନରେ ବୃକ୍ଷରୋପଣ ପ୍ରତି ଆଗ୍ରହ ପରିଲକ୍ଷିତ ହେଉଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories