www.samajalive.in
Sunday, December 14, 2025
19.1 C
Bhubaneswar

ଏଲ୍ ଆଣ୍ଡ ଟି ପକ୍ଷରୁ ମାଗଣା ଚକ୍ଷୁ ଚିକିତ୍ସା ଶିବିର

ତିଗିରିଆ: ତିଗିରିଆ ବ୍ଲକରେ ରେଙ୍ଗାଲି ଦକ୍ଷିଣ କେନାଲ ଭୂତଳ ପାଇପ ଲାଇନ କାର୍ଯ୍ୟ କରୁଥିବା ଏଲଆଣ୍ଡଟି ଲିମିଟେଡ ଓ ରୋଟାରୀ ଚକ୍ଷୁ ଚିକିତ୍ସାଳୟର ମିଳିତ ଆନୁକୂଲ୍ୟରେ କମ୍ପାନୀର ନିଜିଗଡ଼ସ୍ଥିତ ମୁଖ୍ୟ କାର୍ଯ୍ୟାଳୟ ପରିସରରେ ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିର ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିର ଏଲ ଆଣ୍ଡ ଟି ଲିମିଟେଡର ପ୍ରକଳ୍ପ ଅଧିକାରୀ ଏସ୍ ମୁରଲୀ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ କେ. ମୋଗେସ ଯୋଗ ଦେଇ ଏହି ଶିବିରକୁ ଉଦ୍‌ଘାଟନ କରିବା ସହିତ ଆସିଥିବା ଡାକ୍ତରମାନଙ୍କୁ ପୁଷ୍ପଗୁଚ୍ଛ ଦେଇ ସମ୍ବର୍ଦ୍ଧିତ କରିଥିଲେ। ଶିବିରରେ ୮୯ ଜଣଙ୍କର ଚକ୍ଷୁ ପରୀକ୍ଷା କରାଯାଇ ଥିଲା।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories