www.samajalive.in
Sunday, December 14, 2025
17.1 C
Bhubaneswar

ଚାରିଦିନିଆ ବିଜେତା ମେଣ୍ଟର ଶିକ୍ଷକ ତାଲିମ ଉଦଯାପିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ନୋଡାଲ ଉଚ୍ଚ ବିଦ୍ୟାଳୟ ଠାରେ ଚାରିଦିନ ଧରି ହେଉଥିବା ଭେଡେନ ଓ ଅତାବିରା ବ୍ଲକସ୍ତରୀୟ “ବିଜେତା ମେଣ୍ଟର ଶିକ୍ଷକ” ତାଲିମ ଆଜି ଉଦଯାପିତ ହୋଇ ଯାଇଛି। ଏହି ତାଲିମ ଗତ ୧୦ ତାରିଖରୁ ଆରମ୍ଭ ହୋଇ ଦୁଇଟି ପର୍ଯ୍ୟାୟ କ୍ରମେ ହୋଇଥିଲା। ପ୍ରଥମ ପର୍ଯ୍ୟାୟରେ ୭୬ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ନେଇ ଥିବା ବେଳେ ଏହାର ଦ୍ଵିତୀୟ ତଥା ଶେଷ ପର୍ଯ୍ୟାୟରେ ପୁଣି ୭୬ ଜଣ ଶିକ୍ଷକ ଶିକ୍ଷୟିତ୍ରୀ ପ୍ରଶିକ୍ଷଣ ନେଇଥିଲେ। ଏହି ତାଲିମ ଶିବିରରେ ବ୍ଲକର ସମସ୍ତ ୫ଟି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ ଯୋଗ ଦେଇଥିଲେ।

Hot this week

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

Related Articles

Popular Categories