www.samajalive.in
Tuesday, December 9, 2025
16.1 C
Bhubaneswar

ତିହିଡ଼ିରେ ଅଜଣା ଜନ୍ତୁର ଆତଙ୍କ

ତିହିଡ଼ି : ମଙ୍ଗଳବାର ଭଦ୍ରକର ତିହିଡ଼ି ବ୍ଲକ ଅନ୍ତର୍ଗତ ସୟା ଗ୍ରାମପଞ୍ଚାୟତ ସ୍ଥିତ ମଥୁରାପୁର କେନାଲ ଆଡ଼ିରେ ଅଜଣା ଜନ୍ତୁର ଆତଙ୍କ ସୃଷ୍ଟି ହୋଇଛି। ସକାଳ ସମୟରେ କେନାଲ ଆଡ଼ିରେ ଦୁଇଟି ବାଘ ବୁଲୁଥିବାର ଗ୍ରାମବାସୀଙ୍କ ଠାରୁ ଜଣାପଡ଼ିଛି। ଏହା ଜଣାପଡ଼ିବା ପରେ ଗ୍ରାମରେ ଏକ ପ୍ରକାର ଭୟର ବାତାବରଣ ଖେଳି ଯାଇଛି। ଖବର ପାଇ ବନବିଭାଗ ଓ ପୁଲିସ ଘଟଣାସ୍ଥଳରେ ପହଞ୍ଚିଛନ୍ତି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories