www.samajalive.in
Sunday, December 14, 2025
26.1 C
Bhubaneswar

ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ଚୌଦ୍ୱାର: ଚୌଦ୍ୱାର ବ୍ୟାରେଜ ରୋଡସ୍ଥିତ ସେଣ୍ଟ ଜାଭିୟରର୍ସ ଉଚ୍ଚ ବିଦ୍ୟାଳୟରେ ଏକ ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ ହୋଇଯାଇଛି। ଦିନକୁ ଦିନ ଆଖିଧରା ରୋଗ ବ୍ୟାପୁ ଥିବାହେତୁ ବିଦ୍ୟାଳୟର ଅଧ୍ୟକ୍ଷ ଶକ୍ତି ପ୍ରସାଦ ମହାନ୍ତିଙ୍କ ତତ୍ୱାବଧାନରେ ବିଦ୍ୟାଳୟର ପିଲା ମାନଙ୍କୁ ଅଖିଧରା ପ୍ରତିଷେଧକ ଦିଆଯିବା ସହିତ ସେମାନଙ୍କର ଚକ୍ଷୁ ପରୀକ୍ଷା କରାଯାଇଥିଲା।ଭୁବନେଶ୍ୱର କେୟାର ନେତ୍ରମ୍‌‌ ସହାୟତାରେ ଆୟୋଜିତ ଏହି ଶିବିରରେ ପ୍ରାୟ ୩୦୦ ଛାତ୍ରଛାତ୍ରୀ ଓ ଶିକ୍ଷକ ଶିକ୍ଷୟତ୍ରୀଙ୍କ ଚକ୍ଷୁ ପରୀକ୍ଷା କରାଯାଇଥିଲା। କେୟାର ନେତ୍ରମ୍‌‌ ତରଫରୁ ପିଲା ମାନଙ୍କୁ ମାଗଣାରେ ଔଷଧ ପ୍ରଦାନ କରାଯାଇଥିଲା। ଶିକ୍ଷୟତ୍ରୀ ପ୍ରଜ୍ଞା ପରମିତା ମହାନ୍ତି ଓ ସମାଜସେବୀ ନରୋତ୍ତମ ଦାସଙ୍କ ସହିତ ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Hot this week

ଧାନ କଟା ମେସିନରେ କଟିଗଲେ ଯୁବଚାଷୀ

ସମାଜ ଲାଇଭ ଡେସ୍କ :ବାଲେଶ୍ଵର ରେ ଧାନକଟା ମେସିନ୍ ରେ  କଟି...

ଧାନ ଜମିରେ ଜଳିଗଲେ ଚାଷୀ

ସମାଜଲାଇଭ ଡେସ୍କ: ଧାନ ଜମିରେ ଜଳିଗଲେ ଚାଷୀ। ପୁରୀ ଜିଲା ପିପିଲି...

ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ; ୧୦ ଜଣଙ୍କ ମୃତ୍ୟୁ, ପୁଲିସର ଜରୁରୀକାଳୀନ ଅପରେସନ୍ ଜାରି

ଅଷ୍ଟ୍ରେଲିଆ: ସିଡନୀର ବଣ୍ଡି ବିଚ୍‌ରେ ଗୁଳିକାଣ୍ଡ ଖବର ପରେ ରବିବାର ସକାଳେ...

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

Related Articles

Popular Categories