www.samajalive.in
Sunday, December 14, 2025
15.1 C
Bhubaneswar

ସରସ୍ଵତୀ ଶିକ୍ଷା ମନ୍ଦିରରେ ଚାରା ରୋପଣ

ଡେସ୍କ: ଲୋକସେବକ ମଣ୍ଡଳ ଓଡିଶା ଶାଖା ପକ୍ଷରୁ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁଣ୍ୟତିଥି ଅବସରରେ ଆଜି ଭୁବନେଶ୍ୱର ନହରକଣ୍ଟା ସ୍ଥିତ ସରସ୍ଵତୀ ଶିକ୍ଷା ମନ୍ଦିରରେ ଚାରା ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏହି ଚାରା ରୋପଣ କାର୍ଯ୍ୟକ୍ରମରେ ଶିକ୍ଷାନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ, ଶିକ୍ଷକ ଶିକ୍ଷୟିତ୍ରୀଙ୍କ ସମେତ ସ୍କାଉଟ ଗାଇଡ଼ ଛାତ୍ରଛାତ୍ରୀମାନେ ଉପସ୍ଥିତ ଥିଲେ। ଲୋକସେବକ ମଣ୍ଡଳ ଓଡିଶା ଶାଖାର ସଦସ୍ୟ ଓ ‘ସମାଜ’ର କର୍ମକର୍ତ୍ତାମାନଙ୍କ ସହଯୋଗରେ ଚାରା ରୋପଣ କରାଯାଇଥିଲା।

ସୂଚନାଯୋଗ୍ୟ, ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ପୁଣ୍ୟତିଥି ଅବସରରେ ରାଜ୍ୟର ବିଭିନ୍ନ ଶିକ୍ଷାନୁଷ୍ଠାନ ସମେତ ବିଭିନ୍ନ ସ୍ଥାନରେ ବୃକ୍ଷ ରୋପଣ କାର୍ଯ୍ୟକ୍ରମ କରାଯାଉଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories