www.samajalive.in
Sunday, December 14, 2025
26.1 C
Bhubaneswar

ଆବାସ ଯୋଜନା ସମ୍ପର୍କିତ ତାଲିମ ଶିବିର ଅନୁଷ୍ଠିତ

ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଫିରିଙ୍ଗିଆ ପଞ୍ଚାୟତ କାର୍ଯ୍ୟାଳୟ ସଭାଗୃହରେ ଆବାସ ଯୋଜନା ସମ୍ପର୍କିତ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ଫିରିଙ୍ଗିଆ ସରପଞ୍ଚ ଜଳନ୍ଧର କହଁରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଚେତନତା କର୍ମଶାଳାରେ ଫିରିଙ୍ଗିଆ ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଚକ୍ରଧର ମହାରଣା, ଗ୍ରାମ ରୋଜଗାର ସେବକ ଗୌରାଙ୍ଗ ଚରଣ କହଁର, ନାଏବ ସରପଞ୍ଚ କେତକୀ ବିଶୋଇ, ସଭ୍ୟ ଜସ୍ମିନୀ ଶବର, ଗଣପତି ମଲିକ ଯୋଗ ଦେଇଥିବା ବେଳେ ଚଳିତ ବର୍ଷର ଆସିଥିବା ଆବାସ ଯୋଜନାରେ ୧୬୯ ଜଣଙ୍କର ଆସିଥିବା ବେଳେ ସେହି ଆବାସ ଯୋଜନା କିପରି ଭାବରେ କାର୍ଯ୍ୟକାରୀ ସହ ଶୀଘ୍ର କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇ ପାରିବ ସେ ନେଇ ଆଲୋଚନା ହୋଇଥିଲା।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories