ଆଠଗଡ଼: ଆଠଗଡ଼ର ଅନ୍ୟତମ ଅଗ୍ରଣୀ ସ୍ୱେଚ୍ଛାସେବୀ ସଂଗଠନ ଆଠଗଡ଼ ବିକାଶ ମଞ୍ଚ ପକ୍ଷରୁ ଖୁଣ୍ଟୁକଟାସ୍ଥିତ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷାକେନ୍ଦ୍ରର ଛାତ୍ରଛାତ୍ରୀଙ୍କୁ ମଙ୍ଗଳବାର ଇଂରାଜୀ ପୁସ୍ତକ ବଣ୍ଟନ କରାଯାଇଛି। ବିକାଶ ମଞ୍ଚର ପ୍ରତିଷ୍ଠାତା ସଭାପତି ତଥା ସମାଜସେବୀ ମାନସ ରଞ୍ଜନ ବସ୍ତିଆ ସ୍କୁଲର ଶିକ୍ଷକ ଶିକ୍ଷୟିତୀଙ୍କ ସହଯୋଗରେ ୪ର୍ଥ ଶ୍ରେଣୀ ବିଦ୍ୟାର୍ଥୀଙ୍କୁ ଇଂରାଜୀ ଶିକ୍ଷା ପୁସ୍ତକ ବଣ୍ଟନ କରିଥିଲେ।
Popular Categories



