www.samajalive.in
Monday, December 8, 2025
13.1 C
Bhubaneswar

ଭତ୍ତା ବଣ୍ଟନ ଓ ସହାୟତା ରାଶି ପ୍ରଦାନ କଲେ ମନ୍ତ୍ରୀ

କଲ୍ୟାଣସିଂହପୁର: ରାୟଗଡା ଜିଲା କଲ୍ୟାଣସିଂହପୁର ବ୍ଲକ କାର୍ଯ୍ୟାଳୟରେ ୨୦୧ ଜଣ ବିଧବା, ବିକଳାଙ୍ଗ ଓ ବୃଦ୍ଧବୃଦ୍ଧାଙ୍କୁ ଅନୁସୂଚିତ ଜନଜାତି ଓ ଜାତି ଉନ୍ନୟନ ସଂଖ୍ୟାଲଘୁ ଓ ପଛୁଆବର୍ଗ କଲ୍ୟାଣ ବିଭାଗ ଓ ଆଇନ ମନ୍ତ୍ରୀ ଜଗନ୍ନାଥ ସାରକା ଭତ୍ତା ବଣ୍ଟନ କରିଛନ୍ତି। ଏଥିରେ ବ୍ଲକର ୧୪ଟି ପଞ୍ଚାୟତରେ ଥିବା ବିଧବା, ବିକଳାଙ୍ଗ ଓ ବୃଦ୍ଧବୃଦ୍ଧାଙ୍କ ୨୦୧ଜଣଙ୍କୁ ଭତ୍ତା ବଣ୍ଟନ କରାଯାଇଛି।

ଏହା ପରେ ନାରାୟଣପୁର ପଞ୍ଚାୟତର କଲ୍ୟାଣି ମଣ୍ଡପ ଠାରେ ଏକ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିରେ ୧୭ଜଣଙ୍କୁ ମୃତ୍ୟୁକାଳୀନ ଓ ଅନ୍ତେଷ୍ଟକ୍ରିୟା ସହାୟତା, ୧୫ ଜଣଙ୍କୁ ବିବାହ କାଳୀନ ସହାୟତା, ୭ ଜଣଙ୍କୁ ପ୍ରସୂତି କାଳୀନ ସହାୟତା ଯୋଗାଇ ଦିଆଯାଇଛି।

Hot this week

ଅଡ଼ୁଆରେ ପ୍ରଫୁଲ୍ଲ, ରାଜନୈତିକ ଭବିଷ୍ୟତ ନେଇ କଳ୍ପନାଜଳ୍ପନା

ଭୁବନେଶ୍ବର : ଦୁଇପୁଅ ପଦ୍ମ ଧରିବା ପରେ ପୂର୍ବତନ ମନ୍ତ୍ରୀ ତଥା...

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

Related Articles

Popular Categories