www.samajalive.in
Sunday, December 14, 2025
23.1 C
Bhubaneswar

ବୈଦିକ ବ୍ରାହ୍ମଣ ପରିଷଦର ସାଧାରଣ ବୈଠକ ଅନୁଷ୍ଠିତ

କାମାକ୍ଷାନଗର: କାମାକ୍ଷାନଗର ବୈଦିକ ବ୍ରାହ୍ମଣ ପରିଷଦ ପକ୍ଷରୁ ସ୍ଥାନୀୟ ଆନନ୍ତପୁର ସ୍ଥିତ ଶ୍ରୀରାମ ମନ୍ଦିର ପରିସରରେ ପରିଷଦର ସାଧାରଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ପରିଷଦର ସଭାପତି ସଞ୍ଜୟ କୁମାର ମିଶ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ବୈଠକରେ ସାମ୍ପ୍ରତିକ ପରିସ୍ଥିତିରେ ବ୍ରାହ୍ମଣ ମାନଙ୍କ ବିଭିନ୍ନ ସମସ୍ୟା ଉପରେ ଆଲୋଚନା କରାଯାଇଥିଲା। ହେତୁବାଦୀ ସଂଗଠନର ବ୍ରାହ୍ମଣ ବିରୋଧୀ ମନ୍ତବ୍ୟ ଉପରେ କଡା ସମାଲୋଚନା କରାଯିବା ସହ ଆଧ୍ୟାତ୍ମିକ ଚିନ୍ତାଧାରା ଓ ଆଗାମୀ କାର୍ଯ୍ୟପନ୍ଥା ଉପରେ ଆଲୋଚନା କରାଯାଇଥିଲା। ଏହି ଅବସରରେ ବ୍ରାହ୍ମଣ ସମାଜ ପାଇଁ ନିଜର ଅତୁଳନୀୟ ଅବଦାନ ପାଇଁ ପ୍ରମୋଦ କୁମାର ପଣ୍ଡା ଓ ବଂଶୀଧର ତ୍ରିପାଠୀଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories