www.samajalive.in
Sunday, December 14, 2025
23.1 C
Bhubaneswar

ମଣିପୁର ଘଟଣାକୁ ନେଇ ନିଖିଳ ଓଡ଼ିଶା ଆଦିବାସୀ ସମନ୍ୱୟ ସମିତି ପକ୍ଷରୁ ଦାବିପତ୍ର ପ୍ରଦାନ

ଫୁଲବାଣୀ: ମଣିପୁର ଠାରେ ଘଟିଥିବା ବର୍ବଣ ଘଟଣାକୁ ନେଇ ଆଜି ନିଖିଳ ଓଡ଼ିଶା ଆଦିବାସୀ ସମନ୍ୱୟ ସମିତିର କନ୍ଧମାଳ ଶାଖା ପକ୍ଷରୁ ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଏକ ଦାବିପତ୍ର କନ୍ଧମାଳ ଜିଲା ପ୍ରଶାସନକୁ ପ୍ରଦାନ କରିଛନ୍ତି। ସମିତିର ସଭାପତି ଲମ୍ବୋଦର କହଁରଙ୍କ ନେତୃତ୍ୱରେ ଜିଲାର ବହୁ କର୍ମକର୍ତ୍ତା ମାନେ ଏଥିରେ ସାମିଲ୍‌‌ ହୋଇଥିବା ବେଳେ ଏହି ଘଟଣାରେ ସମ୍ପୃକ୍ତ ଲୋକ ମାନଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ସହିତ ସେମାନଙ୍କୁ ମୃତ୍ୟୁଦଣ୍ଡ ପାଇଁ ମଧ୍ୟ ଦାବିପତ୍ରରେ ଉଲ୍ଲେଖ କରାଯାଇଛି।

Hot this week

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

ନକଲି ସିମ୍ ବିକ୍ରି ଅଭିଯୋଗ; ୨ ଜଣଙ୍କୁ ଧରିଲା ଦିଲ୍ଲୀ ପୁଲିସ

ଭଣ୍ଡାରିପୋଖରୀ: ମଞ୍ଜୁରୀରୋଡ ବଜାରରେ ମୋବାଇଲ ଦୋକାନ କରି ନକଲି ସିମ କାର୍ଡ...

Related Articles

Popular Categories