www.samajalive.in
Thursday, December 11, 2025
16.1 C
Bhubaneswar

ଯୁବକଙ୍କୁ ହତ୍ୟା ଅଭିଯୋଗ

ପାଲଲହଡ଼ା : ଅନୁଗୁଳ ଜିଲା ପାଲଲହଡ଼ା ବଜାର ମଝିରେ ଶନିବାର ଜଣେ ଯୁବକଙ୍କୁ ଦୁର୍ବୃତ୍ତ ହାଣି ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକଙ୍କ ଘର ପାଲଲହଡ଼ା ଉଦିତନଗର ସାହିରେ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ, ବିଦ୍ୟୁତ କାର୍ଯ୍ୟାଳୟ ଛକରେ ସକାଳେ ଚା’ ପିଉଥିବା ସମୟରେ ଯୁବକଙ୍କୁ ଅନ୍ୟ ଜଣେ ଯୁବକ ହଠାତ ଆସି ମାରଣାସ୍ତ୍ରରେ ଆକ୍ରମଣ କରିଥିଲା। ଖବର ପାଇ ପୁଲିସ ରକ୍ତ ଜୁଡ଼ୁବୁଡ଼ୁ ଅବସ୍ଥାରେ ଯୁବକଙ୍କୁ ଉଦ୍ଧାର କରି ଡ଼ାକ୍ତରଖାନାରେ ଭର୍ତ୍ତି କରିଥିଲା। ମାତ୍ର ଡ଼ାକ୍ତର ସେଠାରେ ଯୁବକକୁ ମୃତ ଘୋଷଣା କରିଥିଲେ। ଆକ୍ରମଣର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories