www.samajalive.in
Sunday, December 14, 2025
19.1 C
Bhubaneswar

ଖିଣ୍ଡାରେ ମାଗଣା ଚକ୍ଷୁ ପରୀକ୍ଷା ଶିବିର

ରେଙ୍ଗାଲି: ମା ସମଲେଶ୍ବରୀ ମଲ୍ଟି ୟୁଟିଲିଟି ଭେକିଲ୍ସ୍ ଏସୋସିଏସନ୍ ଖିଣ୍ଡା, ତଲାବିରା ଏବଂ କଲ୍ୟାଣୀ ଟ୍ରାନ୍ସପୋର୍ଟର ମିଳିତ ଆନୁକୂଲ୍ୟରେ ଆଜି ଖିଣ୍ଡା ସ୍ଥିତ ୟୁନିଅନ୍ କାର୍ଯ୍ୟାଳୟରେ ମାଗଣା ଚକ୍ଷୁ ପରୀକ୍ଷା ଶିିବିର ଅନୁଷ୍ଠିତ ହୋଇଥିଲା। ଏହି ଶିବିରରେ ଆଖପାଖ ଅଞ୍ଚଳର ୨୦୮ ଜଣଙ୍କ ଚକ୍ଷୁ ପରୀକ୍ଷା କରାଯାଇ ଡାକ୍ତରୀ ପରାମର୍ଶ ପ୍ରଦାନ କରାଯାଇଥିଲା। ସମ୍ବଲପୁରର ତ୍ରିଲୋଚନ ନେତ୍ରାଳୟର ଚକ୍ଷୁ ରୋଗ ବିଶେଷଜ୍ଞ ଡାକ୍ତର ଏହି ଶିବିରରେ ଯୋଗଦେଇ ଚକ୍ଷୁ ପରୀକ୍ଷା କରିଥିଲେ। ୟୁନିଅନର ସଭାପତି ଦେବେନ୍ଦ୍ର କିଶୋର ପତି (ଦେବେନ୍), ପଦ୍ମଲୋଚନ ଧର, ପିତାମ୍ବର ବିଶ୍ବାଲ, ସରୋଜ ପଧାନ, ତପନ ଦାସ, କବିସୂର୍ଯ୍ୟ ରାଉତ, ନିତ୍ୟାନନ୍ଦ ବିଶ୍ୱାଳ, ପିଣ୍ଟୁ ପଧାନ ପ୍ରମୁଖ ୟୁନିଅନର କର୍ମକର୍ତ୍ତା ଓ ସଭ୍ୟ ଉପସ୍ଥିତ ରହି ଶିବିର ଆୟୋଜନ ଓ ପରିଚାଳନାରେ ସହଯୋଗ କରିଥିଲେ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories