www.samajalive.in
Monday, December 15, 2025
17.1 C
Bhubaneswar

ବନାନୀ କଳାସଙ୍ଗମରେ କାର୍ଗିଲ ଶହୀଦଙ୍କୁ ଶ୍ରଦ୍ଧାଞ୍ଜଳି

ଫୁଲବାଣୀ: ମିଳିତ ନାଗରିକ କମିଟି ଓ ଜିଲ୍ଲା ବରିଷ୍ଠ ନାଗରିକ ସଂଘ, କନ୍ଧମାଳ ପକ୍ଷରୁ କାର୍ଗିଲ ବିଜୟ ଦିବସ ବନାନୀ କଳାସଂଙ୍ଗମଠାରେ ଅନୁଷ୍ଠିତ ହୋଇଯାଇଛି। ଶହୀଦମାନଙ୍କ ଫଟୋ ଚିତ୍ରରେ ପୁଷ୍ପମାଲ୍ୟ ଅର୍ପଣ କରି ଦୀପ ପ୍ରଜ୍ଜଳନ କରି ସଶ୍ରଦ୍ଧ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଛି। ମିଳିତ ନାଗରିକ କମିଟିର ଆବାହକ ଅଶୋକ ପରିଡାଙ୍କ ସଂଯୋଜନାରେ ବରିଷ୍ଠ ନାଗରିକ ନବୀନ କିଶୋର ପଣ୍ଡା, ଅବସରପ୍ରାପ୍ତ ସେନା ଅଧିକାରୀ ବିଷ୍ଣୁ ଚରଣ ମିଶ୍ର, ପ୍ରେସକ୍ଳବ ସଭାପତି ସୁନିଲ ପଟ୍ଟନାୟକ, ଆଇନଜୀବୀ ବିଜୟ କୃଷ୍ଣ ପଟନାୟକ ପ୍ରମୁଖ ଅତିଥି ଭାବେ ଯୋଗ ଦେଇ କାର୍ଗିଲ ଯୁଦ୍ଧ ଓ ବିଜୟ ସମ୍ପର୍କରେ ବକ୍ତବ୍ୟ ରଖିବା ସହିତ ଭାରତୀୟ ଯବାନଙ୍କ ବଳିଦାନ, ତ୍ୟାଗ ଓ ବିଜୟ ଗାଥାକୁ ମନେ ପକାଇବା ପାଇଁ ଏହି ସଭା ବୋଲି କହିଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories