www.samajalive.in
Monday, December 15, 2025
24.1 C
Bhubaneswar

ଟ୍ରଲର ପଛକୁ ଧକ୍କା ଦେଲା ବାଇକ, ୩ ମୃତ

ଠାକୁରମୁଣ୍ଡା: ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ବାଇକ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ୪୯ ନମ୍ବର ଜାତୀୟ ରାଜପଥ ଦରି ନିକଟରୁ ସଂନ୍ଧ୍ୟା ସମୟରେ ତିନି ଜଣ ଯୁବକ ଏକ ବାଇକରେ ଦ୍ରୁତ ଗତିରେ ଆସି ଏକ ଟ୍ରଲର ପଛରେ ଧକ୍କା ଖାଇ ଟ୍ରଲର ଚକା ତଳେ ପଡିଯିବାରୁ ଘଟଣାସ୍ଥଳରେ ତିନି ଜଣଙ୍କ ଶୋଚନୀୟ ମୃତ୍ୟୁ ଘଟିଛି। ମୃତ ଯୁବକମାନେ କାଠକରଞ୍ଜିଆ ଅଞ୍ଚଳର ହୋଇଥିବା ବେଳେ ସେମାନଙ୍କ ପରିଚୟ ମିଳିପାରିନି। ତେବେ ଦୁର୍ଘଟଣା ପରେ ଟ୍ରଲରଟି ଘଟଣାସ୍ଥଳରୁ ଚମ୍ପଟ ମାରିଥିବା ବେଳେ କରଞ୍ଜିଆ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories