www.samajalive.in
Sunday, December 14, 2025
19.1 C
Bhubaneswar

ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରରେ ଜ୍ଞାନବିଜ୍ଞାନ ମେଳା

ରେଙ୍ଗାଲି: ସମ୍ବଲପୁର ଜିଲ୍ଲାର ରେଙ୍ଗାଲି ଠାରେ ଥିବା ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଆଜି ଜ୍ଞାନବିଜ୍ଞାନ ମେଳା ଅନୁଷ୍ଠିତ ହୋଇଥିଲା। ଏଥିରେ ବାଳ ବର୍ଗ, ଶିଶୁ ଓ କିଶୋର ବର୍ଗ ତିନୋଟି ପର୍ଯ୍ୟାୟରେ ମୋଟ ୧୦୩ଟି ପ୍ରକଳ୍ପ ଛାତ୍ରଛାତ୍ରୀମାନେ ପ୍ରଦର୍ଶନ କରିଥିଲେ। ଛାତ୍ର ଛାତ୍ରୀଙ୍କ ଦ୍ବାରା ପ୍ରାଥମିକ ଚିକିତ୍ସା, ପର୍ଯ୍ୟାବରଣ ଓ ସ୍ବଚ୍ଛତା, ପ୍ରାକୃତିକ ବିପର୍ଯ୍ୟୟ, ଯାତାୟାତ ନିୟମ ଓ ସୁରକ୍ଷା, ବର୍ଷା ଜଳ ସଂରକ୍ଷଣ, ବାୟୁ ଚାପ, ସଂବେଦକ, ଆବର୍ଜନାର ଉପଯୋଗ ଆଦି ବିଷୟ ଉପରେ ଆଧାରିତ ପ୍ରକଳ୍ପ ଏଥିରେ ପ୍ରଦର୍ଶିତ ହୋଇଥିଲା। ପ୍ରତ୍ୟେକ ବିଷୟରେ ପ୍ରଥମ, ଦ୍ୱିତୀୟ, ତୃତୀୟ ସ୍ଥାନ ଅଧିକାର କରିଥିବା ଛାତ୍ରଛାତ୍ରୀମାନଙ୍କୁ ପୁରସ୍କୃତ କରାଯାଇଥିଲା। ଏହି କାର୍ଯ୍ୟକ୍ରମକୁ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ହିଣ୍ଡାଲକୋ ଯନ୍ତ୍ରୀ ଆଶିଷ ମାହାଣା ଉଦଘାଟନ କରିଥିଲେ।

Hot this week

ମାଲକାନଗିରି ହିଂସା:୧୨ ଗିରଫ

ସମାଜ ଲାଇଭ ଡ଼େସ୍କ:ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

under19 ଏସିଆ କପ୍ ରେ ଭାରତଠୁ ହାରିଲା ପାକିସ୍ତାନ, ବୋଲିଂରେ କମାଲ ଦେଖାଇଲେ ବୈଭବ ସୂର୍ଯ୍ୟବଂଶୀ

ସମାଜ ନ୍ୟୁଜ ଡେସ୍କ- ପୁଣି ଭାରତଠାରୁ ହାରିଲା ପାକିସ୍ତାନ । under-19...

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

Related Articles

Popular Categories