ଗଞ୍ଜାମ: ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଙ୍ଘ ଫେଡେରେସନର ରାଜ୍ୟ ଓ ଜିଲ୍ଲା ସଂଘର ଆହ୍ୱାନ କ୍ରମେ ଗଞ୍ଜାମ ବ୍ଲକ ଶାଖା ପକ୍ଷରୁ ତିନି ଦଫା ଦାବୀ ସମ୍ବଳିତ ସ୍ମାରକ ପତ୍ର ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ଅତରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କୁ ପ୍ରଦାନ କରାଯାଇଛି। ସେହିପରି ଗଞ୍ଜାମ ବ୍ଲକର ସମସ୍ତ ବର୍ଗର ପ୍ରାଥମିକ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ନେଇ ରାଜ୍ୟ, ଗଣଶିକ୍ଷା ମନ୍ତ୍ରୀ, ମୁଖ୍ୟ ଶାସନ ସଚିବ, ବିଭାଗିୟ ଶାସନ ସଚିବ ଓଡିଶାଙ୍କ ଉଦ୍ଦେଶ୍ୟରେ ପ୍ରଦାନ କରାଯାଇଥିଲା।
Popular Categories



