www.samajalive.in
Monday, December 8, 2025
27.1 C
Bhubaneswar

ସ୍ୱାଧିନତା ଦିବସ ଉପଲକ୍ଷେ ନୃତ୍ୟ ପ୍ରତିଯୋଗୀତା

ସମ୍ବଲପୁର: ସମ୍ବଲପୁରର ଏବିସିଡି ଚାରିଟେବଲ ଟ୍ରଷ୍ଟ ଠାରେ ଆଗାମୀ ସ୍ୱାଧିନତା ଦିବସ ଉପଲକ୍ଷେ ଏକ ନୃତ୍ୟ ପ୍ରତିଯୋଗୀତା ଆୟୋଜିତ ହୋଇଯାଇଛି। ରବିବାର ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବିଚାରକ ରୂପେ ଧବଳେଶ୍ୱର ପ୍ରଧାନ ଓ ସୁବ୍ରତା ମହାରଣା ଦାୟିତ୍ୱ ତୁଲାଇ ଥିଲେ। ଟ୍ରଷ୍ଟର ପ୍ରଧାନ ଶିକ୍ଷକ ସୁନୀଲ ସାଗର ସ୍ୱାଗତ ଭାଷଣ ଦେଇଥିବା ବେଳେ ଛାତ୍ରଛାତ୍ରୀ ମାନେ ନୃତ୍ୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ। ଏହି ପ୍ରତିଯୋଗିତାରେ ନେହା ଟଣ୍ଡନ ପ୍ରଥମ, ମୀରା ସତନାମୀ ଦ୍ୱିତୀୟ ଓ ମୁସ୍କାନ ଖାତୁନ ତୃତୀୟ ସ୍ଥାନ ଅଧିକାର କରିଛନ୍ତି। ଏହି କୃତୀ ପ୍ରତିଯୋଗି ମାନଙ୍କୁ ପୁରସ୍କୃତ ମାନପତ୍ର ଓ ଉପଢ଼ୌକନ ଦିଆଯାଇ ଉତ୍ସାହିତ କରାଯାଇଥିଲା। ଶେଷରେ ଟ୍ରଷ୍ଟର ସଭାପତି ରାଜେନ୍ଦ୍ର ସତନାମୀ ଧନ୍ୟବାଦ ଅର୍ପଣ କରିଥିଲେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories