www.samajalive.in
Saturday, December 6, 2025
16.1 C
Bhubaneswar

କାନ୍ଥ କାଟି ଜେରକ୍ସ ଦୋକାନରୁ ଚୋରି କଲେ ଦୁର୍ବୃତ୍ତ

ପାଟଣା: କେନ୍ଦୁଝର ଜିଲା ପାଟଣା ଥାନା ସାହାରପଡ଼ା ବଜାରରେ ରବିବାର ବିଳମ୍ବିତ ରାତିରେ ଜେରକ୍ସ ଦୋକାନରୁ ଚୋରି ହୋଇଥିବା ଜଣାପଡ଼ିଛି। ବ୍ଲକ ସମ୍ମୁଖରେ ଥିବା ଜେରକ୍ସ ଦେକାନ ଘରର କାନ୍ଥ କାଟି ଦୁର୍ବୃତ୍ତ ଖାତା, ରେଜିଷ୍ଟର ଓ ଟଙ୍କା ଚୋରି କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ଅନୁଯାୟୀ, ଜେରକ୍ସ ଦୋକାନଟି ଭାଲିଆଡ଼ିହା ଗ୍ରାମର ମାଝୀଙ୍କର। ଚୋରି ହୋଇଥିବା ଜାଣି ସୁଶୀଲ ଥାନାରେ ଅଭିଯୋଗ କରିଥିଲେ। ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories