www.samajalive.in
Monday, December 15, 2025
17.1 C
Bhubaneswar

୯ ଦଫା ଦାବି ନେଇ କଂଗ୍ରେସ ପକ୍ଷରୁ ବ୍ଲକ କାର୍ଯ୍ୟାଳୟ ଘେରାଉ

ବୌଦ୍ଧ: ବୌଦ୍ଧଜିଲ୍ଲା କଂଗ୍ରେସ ପକ୍ଷରୁ ଆଜି ବୌଦ୍ଧ ବ୍ଲକ କାର୍ଯ୍ୟାଳୟ ଘେରାଉ କରିବା ସହିତ ଏକ ନଅ ଦଫା ଦାବିପତ୍ର ବିଡିଓଙ୍କ ଜରିଆରେ ରାଜ୍ୟପାଳଙ୍କୁ ପ୍ରଦାନ କରାଯାଇଛି। ବ୍ଲକ ଅଫିସ ଗୁଡିକରେ ବ୍ୟାପକ ପିସି କାରବାର, ଆବାସ ଯୋଜନାରେ ଦୁର୍ନିତି, ଦରଦାମ ବୃଦ୍ଧି, ବେକାରୀ ସମସ୍ୟା, ନାରୀ ନିର୍ଯ୍ୟାତନା, ଚାଷୀ ମାରଣା ନିତି, ଟାଟା କମ୍ପାନୀର ଖାଉଟି ବିରୋଧି ବିଜୁଳି ନିତି ବିରୁଦ୍ଧରେ ବ୍ଲକ କାର୍ଯ୍ୟାଳୟ ଘେରାଉ କରାଯାଇଥିଲା। ବୌଦ୍ଧ ବ୍ଲକ କଂଗ୍ରେସ ସଭାପତି ଉମେଶ ତ୍ରିପାଠୀଙ୍କ ନେତୃତ୍ୱରେ ଜିଲ୍ଲା ମୁଖ୍ୟ ମୁଖପାତ୍ର ଶାନ୍ତନୁ କୁମାର ମହାପାତ୍ର, ଜିଲ୍ଲା ଉପସଭାପତି ସମରେଶ ମିଶ୍ର, ଜିଲ୍ଲା ଛାତ୍ର କଂଗ୍ରେସ ସଭାପତି ବିକ୍ରମ ପ୍ରଧାନ, ଜିଲ୍ଲା କଂଗ୍ରେସର ଯୁବ ସଂଯୋଜକ ସୁଶୀଲ ହୋତା, ଉଦ୍ଧବ ବେହେରା, ଗଣ୍ଡାଧର ବିଶି, ଅଭିଳାଷ ସ୍ୱାଇଁ, ଚିତ୍ତ ରଂଜନ ବେହେରା, ପ୍ରଦିପ ଦାସ ଓ ଅର୍ଜ୍ଜୁନ ମହାନନ୍ଦିଆ ପ୍ରମୁଖ ବ୍ଲକ ଘେରାଉ କାର୍ଯ୍ୟକ୍ରମରେ ସାମିଲ ଥିଲେ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories