www.samajalive.in
Tuesday, December 9, 2025
16.1 C
Bhubaneswar

ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ୧୫ତମ ଶ୍ରଦ୍ଧାଞ୍ଜଳୀ ସଭା

ଫୁଲବାଣୀ: ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ପଞ୍ଚଦଶ ଶ୍ରଦ୍ଧାଞ୍ଜଳୀ ସଭା ସ୍ଥାନୀୟ ସଭାଗୃହ ଠାରେ ଅନୁଷ୍ପିତ ହୋଇଯାଇଛିା। ବିଶ୍ୱହିନ୍ଦୁ ପରିଷଦ ପକ୍ଷରୁ ଆୟୋଜିତ ସଭାରେ ସଂସ୍କୃତ ଭାଷା ଓ ସାହିତ୍ୟ ଗବେଷକ ଡଃ ପ୍ରଫୁଲ୍ଲ କୁମାର ମିଶ୍ର ମୁଖ୍ୟ ଅତିଥ ଭାବେ ଯୋଗଦେଇ ସ୍ୱାମୀଜୀଙ୍କ ପ୍ରତି ଶ୍ରଦ୍ଧାଂଜଳି ଜ୍ଞାପନ କରିବା ସହ ତାଙ୍କର ଜିବନୀ ସମ୍ପର୍କରେ ବର୍ଣ୍ଣନା କରିଥିଲେ। ପ୍ରିୟନାଥ ସର୍ମାଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ବିଶ୍ୱହିନ୍ଦୁ ପରିଷଦର କେନ୍ଦ୍ରିୟ ମାର୍ଗ ଦଶକ ପୂଜ୍ୟସ୍ମାମୀ ଜୀବନମୁକ୍ତା ନନ୍ଦଜୀ ପ୍ରମୁଖ ଏହି କାର୍ୟ୍ୟକ୍ରମରେ ଯୋଗ ଦେଇଥିଲେ।

Hot this week

ସେନସେକ୍ସ ୬୧୦ ପଏଣ୍ଟ ଓ ନିଫ୍ଟି ୨୨୬ ପଏଣ୍ଟ ହ୍ରାସ

ନୂଆଦିଲ୍ଲୀ : ଘରୋଇ ଇକ୍ୱିଟି ସୂଚକାଙ୍କ ସୋମବାର ହ୍ରାସ ପାଇଛି। ସୂଚକାଙ୍କଗୁଡ଼ିକ...

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

Related Articles

Popular Categories