www.samajalive.in
Monday, December 8, 2025
24.1 C
Bhubaneswar

ଜିଲ୍ଲା ଆଇନ ସେବା ପ୍ରାଧିକରଣର ତିନି ଦିନିଆ ତାଲିମ କାର୍ୟ୍ୟକ୍ରମ ଅନୁଷ୍ଠିତ

ବୌଦ୍ଧ: ଜିଲ୍ଲା ଆଇନ ସେବା ପ୍ରାଧିକରଣ ବୌଦ୍ଧର ଅଧ୍ୟକ୍ଷ ବିକ୍ରମ କୁମାର ପ୍ରଧାନଙ୍କ ନିର୍ଦେଶକ୍ରମେ ପେନାଲ ଓକିଲମାନଙ୍କ ପାଇଁ ଏକ ତିନିଦିନିଆ ତାଲିମ କାର୍ୟ୍ୟକ୍ରମ ଜିଲ୍ଲା ଆଇନ ସେବା ପ୍ରାଧିକରଣ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି। ଏହି ତାଲିମ ଜାତୀୟ ଆଇନ ସେବା ପ୍ରାଧିକରଣ ଦ୍ଵାରା ତିଆରି ହୋଇଥିବା ତାଲିମ ମଡୁଲ ଅନୁସାରେ ତାଲିମ ଦିଆଯିବ। ଏହି ତାଲିମ କାର୍ଯ୍ୟକ୍ରମରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ ବୌଦ୍ଧ ଏବଂ ତାଲୁକ ଆଇନ ସେବା କମିଟି, କଣ୍ଟାମାଳର ପେନାଲ ଓକିଲ ମାନେ ଯୋଗ ଦେଇଥିଲେ। ଆଜିର ତାଲିମ କାର୍ୟ୍ୟକ୍ରମରେ ବରିଷ୍ଠ ଦେୱାନୀ ବିଚାରପତି ସିତିକଣ୍ଠ ପ୍ରଧାନ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ବୌଦ୍ଧ ସଚିବ ସାଶ୍ୱତି ମିଶ୍ର ଏବଂ ବରିଷ୍ଠ ଆଇନଜୀବୀ ରଘୁନାଥ ମେହେର ଯୋଗଦାନ କରି ତାଲିମ ପ୍ରଦାନ କରିଥିଲେ।

Hot this week

କମ୍ବୋଡିଆ ସେନା ଉପରେ ଥାଇଲ୍ୟାଣ୍ଡର ଆକ୍ରମଣ

ସମାଜ ଲାଇଭ ଡ଼େସ୍କ : ଥାଇଲ୍ୟାଣ୍ଡ ଏହାର ପଡ଼ୋଶୀ ଦେଶ କମ୍ବୋଡିଆ...

ପୀଡିତାଙ୍କ ମୃତ୍ୟୁ ପରେ ସହାୟତା ଦାବିରେ ପରିବାର ସଦସ୍ୟଙ୍କ ଧାରଣା

ରାଉରକେଲା: ଜୀବନ ଯୁଦ୍ଧରେ ହାରିଗଲେ ରାଉରକେଲାର ପୀଡିତା । ସୁନ୍ଦରଗଡ ଜିଲା...

ପିଆଜ ଚୋପାର ଚମତ୍କାରୀ ଗୁଣ …

ନୂଆଦିଲ୍ଲୀ : ଆଜିକାଲି ସମୟରେ ସମସ୍ତେ ନିଜର ତ୍ଵଚାକୁ ନେଇ ଖୁବ୍...

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

Related Articles

Popular Categories